ଷ୍ଟିଭ ହଫର
0 ଗ୍ରାହକ
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା ।
ଏକ ତ୍ରୁଟି ରିପୋର୍ଟ କରନ୍ତୁ